ସେନା ହେଲିକପ୍ଟର ଦୁର୍ଘଟଣାରେ ୪ ମୃତ

ଜାକର୍ତ୍ତା, ୭ା୬: ଇଣ୍ଡୋନେସିଆର ଏକ ସେନା ହେଲିକପ୍ଟର କେନ୍ଦ୍ରୀୟ ଜାଭା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ୫ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ହେଲିକପ୍ଟରରେ ୯ ଜଣ ଥିଲେ। ଆହତଙ୍କୁ କେଣ୍ଡାଲ ଜିଲା ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ହେଲିକପ୍ଟରଟି ଖୁବ୍‌ ନିକଟରେ ଉଡ଼ୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଇଛି। ୨ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?