ଭୁବନେଶ୍ୱର,୨୬।୪: ସେନ୍କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ ପକ୍ଷରୁ ଅକ୍ଷୟ ତୃତୀୟା ଅବସରରେ ମୂଲ୍ୟ ସୁରକ୍ଷା ଗ୍ୟାରେଣ୍ଟି ପ୍ରଦାନ କରାଯାଉଛି। ଗ୍ରାହକଙ୍କୁ ଅନ୍ଲାଇନରେ କ୍ରୟ ସୁବିଧା କମ୍ପାନୀ ପ୍ରଦାନ କରୁଛି। ଏହି ଅଫରର ଲାଭ ଗ୍ରାହକମାନେ ୨୭ ତାରିଖ ଯାଏ ନେଇପାରିବେ। ବୁକିଂ ଦିନ ମୂଲ୍ୟ ଲକ୍ଇନ ହୋଇଯିବ। ପରେ ଗ୍ରାହକ ଷ୍ଟୋର ପରିଦର୍ଶନ କରି ସୁନା ନେଇପାରିବେ। ଏହାବାଦ କମ୍ପାନୀ ପକ୍ଷରୁ ହୋମ ଡେଲିଭରି ସୁବିଧା ମଧ୍ୟ କରାଯାଇଛି।
ଇଲେକ୍ଟ୍ରି ବିଲ୍ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ
ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…
ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…
ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…
SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?
ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ…
ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ
ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ,…
ପେଟ୍ରୋଲ ରେଟ୍ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…
ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି…
ବଢିଲା ପେଟ୍ରୋଲ ରେଟ୍: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍, ରେଟ୍ ଜାଣିଲେ…
ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼…
ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….
ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪…
LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍କା, ଏହି ଜିନିଷର ବଢିଗଲା ଦାମ୍…
ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ପ୍ରକୃତରେ,…
Archives

