ସେନ୍‌ସେକ୍ସରେ ୧୪୦ ପଏଣ୍ଟ ବୃଦ୍ଧି

ମୁମ୍ବାଇ,୨୩-୫: ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ ୧୪୦ ପଏଣ୍ଟ ବୃଦ୍ଧି ଘଟିଛି। ସାଧାରଣ ନିର୍ବାଚନ ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ବ୍ୟାଙ୍କିଙ୍ଗ ଏବଂ ଅଟୋ ଷ୍ଟକ କାରବାର ଉନ୍ନତ ରହିବା ଯୋଗୁ ସୂଚକାଙ୍କରେ ଏଭଳି ଉନ୍ନତି ପରିଲକ୍ଷିତ ହୋଇଛି। ଦିନ ମଧ୍ୟରେ ସେନ୍‌ସେକ୍ସ ୩୦୦ ପଏଣ୍ଟ ଉଠିଥିବା ବେଳେ କାରବାର ଶେଷ ହେବା ବେଳକୁ ୧୪୦.୪୧ ପଏଣ୍ଟ (୦.୩୬%) ଉଚ୍ଚରେ ରହି ବନ୍ଦ ହୋଇଛି। ଏହି ସମୟରେ ସେନ୍‌ସେକ୍ସ ୩୯,୧୧୦.୨୧ ସ୍ତରରେ ରହିଛି। ଦିନର ମଧ୍ୟବର୍ତ୍ତୀ ସମୟରେ ଏହା ୩୯,୨୪୯.୦୮ ଏବଂ ସର୍ବନିମ୍ନ କାରବାର ୩୮,୦୩.୮୭ ପଏଣ୍ଟ ରହିଥିଲା। ସେହିଭଳି ନିଫ୍ଟି କାରବାର ୨୮.୮୦ ପଏଣ୍ଟ ବା ୦.୨୫% ଉନ୍ନତ ରହି ୧୧,୭୩୭.୯୦ ପଏଣ୍ଟ ସ୍ତର ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri