ସେନ୍‌ସେକ୍ସ ୧୦୭୫ ପଏଣ୍ଟ ବୃଦ୍ଧି

ମୁମ୍ବାଇ,୨୪-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଟିକସ ଓ ଜିଏସଟି ହ୍ରାସ ଘୋଷଣା କରିବା ପରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଶ୍‌ ବୃଦ୍ଧି ପରିଲକ୍ଷିତ ହୋଇଛି। ସୋମବାର ସେନ୍‌ସେକ୍ସ ଯେପରି ଫେଷ୍ଟିଭ ମୁଡ୍‌କୁ ଆସିଯାଇଛି। ଅର୍ଥମନ୍ତ୍ରୀଙ୍କ ଘୋଷଣାର ଦୁଇଦିନ ଭିତରେ ଷ୍ଟକ୍‌ ବଜାରରେ ପ୍ରାୟ ୩୦୦୦ ପଏଣ୍ଟ ବୃଦ୍ଧି ପାଇଛି। ସୋମବାର କାରବାର ବନ୍ଦ ହେବା ବେଳକୁ ସେନ୍‌ସେକ୍ସ ୧୦୭୫.୪୧ ପଏଣ୍ଟ ବୃଦ୍ଧି ପାଇ ୩୯,୦୯୦.୦୩ ରହିଛି। ସେହିପରି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜରେ ନିଫ୍ଟି ୩୨୬ ପଏଣ୍ଟ ବୃଦ୍ଧି ପାଇ ୧୧,୬୦୦.୨୦ରେ ବନ୍ଦ ହୋଇଛି। ଏଥିପୂର୍ବରୁ ଶୁକ୍ରବାର ସେନ୍‌ସେକ୍ସ ୧୯୨୧ ପଏଣ୍ଟ ବୃଦ୍ଧି ପାଇଥିଲା। ବିଦେଶୀ ସଂସ୍ଥାଗତ ଏବଂ ଘରୋଇ ନିବେଶକଙ୍କ ପକ୍ଷରୁ ଜୋର୍‌ଦାର ଶେୟାର କିଣାଯିବାରୁ ଷ୍ଟକ୍‌ ମାର୍କେଟ ବୃଦ୍ଧି ପାଇଛି। ଦୁଇ ଦିନ ଧରି ସେନ୍‌ସେକ୍ସ ବୃଦ୍ଧି ପାଇବା କାରଣରୁ ନିବେଶକଙ୍କୁ ପ୍ରାୟ ୧୦.୫୦ ଲକ୍ଷ କୋଟି ଟଙ୍କାର ଫାଇଦା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri