ସେନ୍‌ସେକ୍ସ ୪୫ହଜାର ଛୁଇଁବ: ମୋର୍ଗାନ ଷ୍ଟାନ୍‌ଲେ

ମୁମ୍ବାଇ,୨୪-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାରଙ୍କୁ ଦେଶବାସୀ ପୁନର୍ବାର ଭାରି ବହୁମତରେ ଜିତାଇଛନ୍ତି। ନୂଆ ସରକାରରେ ଦେଶର ଅର୍ଥନୀତିରେ ବିରାଟ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଶାକରାଯାଉଛି। ତେଣୁ ସେହି ଦୃଷ୍ଟିରେ ଦେଖିଲେ ୨୦୨୦ ଜୁନ୍‌ ସୁଦ୍ଧା ସେନ୍‌ସେକ୍ସ ୪୫ ହଜାର ପଏଣ୍ଟ ଛୁଇଁବ ବୋଲି ଆଶାକରାଯାଉଛି ବୋଲି ମୋର୍ଗାନ ଷ୍ଟାନ୍‌ଲି ଏହାର ରିପୋର୍ଟରେ ଦର୍ଶାଇଛି। ଏଥିରେ କୁହାଯାଇଛି ଯେ, ସରକାରଙ୍କ ଅଭିବୃଦ୍ଧି ଧାରା ଉପରେ ଏବେ ବଜାରର ଦୃଷ୍ଟି ରହିବ। ଭାରତୀୟ ରିଜର୍ଭ ବ୍ୟାଙ୍କ ସରକାରଙ୍କ ଆର୍ଥିକ ନୀତିକୁ ଗ୍ରହଣ କରି ସେହି ଅନୁସାରେ ମୁଦ୍ରାନୀତି ଆପଣାଇବ ବୋଲି ଆଶାକରାଯାଉଛି। ପ୍ରଶାସନିକ ସ୍ତରରେ ଧାରାବାହିକତା ବଜାୟ ରହିବ ବୋଲି ରିପୋର୍ଟରେ ଆଶାବ୍ୟକ୍ତ କରାଯାଇଛି। ତେବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର, ଆମେରିକା ଫେଡ଼େରାଲ ରିଜର୍ଭର ମୁଦ୍ରାନୀତି, ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ଷ୍ଟକ୍‌ ବଜାରର ଦିଗ ନିର୍ଣ୍ଣୟ କରିବ ବୋଲି ରିପୋର୍ଟରେ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri