ସେଲିବ୍ରିଟିଙ୍କ ଟାଟୁ

* ବିଶ୍ୱ ସୁନ୍ଦରୀ ପ୍ରିୟଙ୍କା ଚୋପ୍ରା ନିଜ ହାତରେ ଟାଟୁ ବନେଇ ଲେଖିଛନ୍ତି ‘ଡାଡିସ୍‌ ଲିଲ୍‌ ଗର୍ଲ’। ନିଜ ବାପାଙ୍କ ଉଦ୍ଦେଶ୍ୟରେ ସେ ଏହି ଟାଟୁ ବନେଇଛନ୍ତି।
* ସେହିଭଳି ଅଭିନେତ୍ରୀ ଆଲିଆ ଭଟ୍ଟ ନିଜ ବେକ ମୂଳରେ ହିନ୍ଦୀ ଅକ୍ଷରରେ ଟାଟୁ ବନେଇ ଲେଖିଛନ୍ତି ‘ପଟାକା’।
* ଅଭିନେତା ରଣବୀର କପୁର କଚଟି ତଳେ ଦେବନଗରୀ ଲିପିରେ ଲେଖିଛନ୍ତି ‘ଆଓ୍ବାରା’।
* କଙ୍ଗନା ରନୌତ ପଛ ବେକ ମୂଳରେ ଏକ ଆର୍ଟିଷ୍ଟିକ ଟାଟୁ ବନେଇଛନ୍ତି ଯେଉଁଥିରେ ପକ୍ଷୀର ଡେଣା, ଏକ ଖଣ୍ଡା ଏବଂ ଏକ ମୁକୁଟର ସଂକେତ ରହିଛି।
* ଅର୍ଜୁନ କପୁର ନିଜ ମା’ ଙ୍କ ଉଦ୍ଦେଶ୍ୟରେ କଚଟିରେ ହିନ୍ଦୀ ଅକ୍ଷରରେ ‘ମା’ ଲେଖାଥିବା ଏକ ଟାଟୁ ବନେଇଛନ୍ତି।
* ଭଗବାନ ଶିବଙ୍କ ଏକ ବିଶାଳ ଟାଟୁ ନିଜ ଛାତିରେ ବନେଇଛନ୍ତି ଅଭିନେତା ଅଜୟ ଦେବଗନ।
* ଅଭିନେତା ଶେଫ୍‌ ଅଲ୍ଲୀ ଖାନ୍‌ ନିଜ ହାତରେ ପତ୍ନୀ କରିନାଙ୍କ ନାଁର ଟାଟୁ ବନେଇ ଏକଦା ବେଶ୍‌ ଚର୍ଚ୍ଚାରେ ଥିଲେ।
* ସେହିଭଳି ଦୀପିକା ପାଦୁକୋନ ପଛ ବେକ ମୂଳରେ ବନେଇଥିବା ‘ଆର୍‌ କେ’ ଟାଟୁ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥିଲା।
* ଆକ୍ସନ ଷ୍ଟାର ଅକ୍ଷୟ କୁମାର ନିଜ ପିଠିରେ ପୁଅ ‘ଆରଭ’ଙ୍କ ନାଁ ର ଟାଟୁ ବନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri