ସେଲ୍‌ରେ ୫% ଅଂଶଧନ ବିକ୍ରି ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୧୦-୨: ଷ୍ଟିଲ ଅଥରିଟି ଇଣ୍ଡିଆ ଲିମିଟେଡ(ସେଲ୍‌)ରେ ୫% ଅଂଶଧନ ବିକ୍ରି କରିବାକୁ ସରକାର ଯୋଜନା କରୁଛନ୍ତି। ଅଫର ଫର ସେଲ ଦ୍ୱାରା ଏହି ଯୋଜନାକୁ ରୂପରେଖ ପ୍ରଦାନ କରାଯିବ। ନିବେଶ ଏବଂ ଲୋକ ସମ୍ପତ୍ତି ପରିଚାଳନା ବିଭାଗ(ଦୀପମ)ର ଜଣେ ବରିଷ୍ଠ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏଥିଲାଗି ସିଙ୍ଗାପୁର ଏବଂ ହଂକଂରେ ରୋଡ ଶୋ ଆୟୋଜନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। କରୋନା ଭାଇରସ ଲାଗି ହଂକଂ ରୋଡ ଶୋ’ ଏବେ ବାତିଲ କରାଯାଇଛି। ସେଲ୍‌ରେ ସରକାରଙ୍କ ୭୫% ଅଂଶଧନ ରହିଛି। ୨୦୧୪ ଡିସେମ୍ବରରେ ଏହାର ୫% ଅଂଶଧନ ବିକ୍ରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

କେବେ ମାର୍କେଟକୁ ଆସିଥିଲା Melody Toffees? ଯାହାକୁ ମେଲୋନିଙ୍କୁ ଗିଫ୍ଟ ଦେଲେ ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ମୋଦୀ ବର୍ତ୍ତମାନ ପାଞ୍ଚଟି ଦେଶ ଗସ୍ତରେ ଅଛନ୍ତି: ନରୱେ, ସୱିଡେନ, ନେଦରଲ୍ୟାଣ୍ଡ, ୟୁଏଇ ଏବଂ ଇଟାଲୀ। ଏହି ଯାତ୍ରାର ଶେଷ ପର୍ଯ୍ୟାୟରେ, ସେ ଇଟାଲୀର…

ବ୍ୟାଙ୍କ୍‌ରୁ ଟଙ୍କା ଟ୍ରାନ୍ସଫର ପାଇଁ ଆସିବ ଦୁଇଟା OTP, ଜାଣନ୍ତୁ କ’ଣ କରିବେ…

ନୂଆଦିଲ୍‌ଲୀ,୨୦।୫: ଏବେ, ବ୍ୟାଙ୍କିଙ୍ଗ କାରବାର ସମୟରେ, ଏକ ପ୍ରମାଣୀକରଣ OTP କେବଳ ଆକାଉଣ୍ଟଧାରୀଙ୍କୁ ନୁହେଁ ବରଂ ସେମାନଙ୍କ ବିଶ୍ୱସ୍ତ ସମ୍ପର୍କ ଏବଂ ପରିବାର ସଦସ୍ୟଙ୍କ ମୋବାଇଲ ଫୋନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri