Posted inଖେଳ

ସେଲ୍‌ ଥେରାପି ପାଇଁ ପ୍ୟାରିସ୍‌ରେ ସୁମାକର

ପ୍ୟାରିସ୍‌, ୧୧ା୯ (ଏଏଫ୍‌ପି)-ଆଘାତପ୍ରାପ୍ତ ୭ଥର ଚାମ୍ପିୟନ ଫର୍ମୁଲା ଓ୍ବାନ ବିଶ୍ୱ ଚାମ୍ପିୟନ ମାଇକେଲ ସୁମାକରଙ୍କୁ ପ୍ୟାରିସର ଜର୍ଜେସ ପମ୍ପିଡୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ସେଲ୍‌ ଥେରାପି ସର୍ଜରୀ ହେବ ବୋଲି ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଏହି ଡାକ୍ତରଖାନାରେ ଫେରାରିର ପୂର୍ବତନ ଷ୍ଟାର ଡ୍ରାଇଭର ପୂର୍ବରୁ ଦୁଇଥର ଏହି ଚିକିତ୍ସା ହୋଇ ସାରିଛନ୍ତି। ୨୦୧୩ ଡିସେମ୍ବରରେ ଏକ ସ୍କି ଦୁର୍ଘଟଣାରେ ସେ ଗୁରତର ଭାବେ ଆହତ ହେବା ପରେ ୬ ମାସ ଧରି ହସ୍ପିଟାଲରେ କୋମା ଅବସ୍ଥାରେ ଥିଲେ। ୨୦୧୪ ସେପ୍ଟେମ୍ବରରେ ସେ ନିଜ ବାସଭବନକୁ ଫେରି ଘରୋଇ ଭାବେ ଚିକିତ୍ସିତ ହୋଇ ଆସୁଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ବାହାରକୁ ଖୁବ୍‌ କମ୍‌ ସୂଚନା ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri