ସେସୁକୁ ଅଧିଗ୍ରହଣ କରିବ ଟାଟା ପାୱାର

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ ବିତରଣ କରୁଥିବା ସେସୁର ୫୧ ପ୍ରତିଶତ ଅଂଶଧନ ଟାଟା ପାୱାର ଅଧିଗ୍ରହଣ କରିବ ବୋଲି ଜଣାପଡିଛି। ଆସନ୍ତା ବର୍ଷ ପ୍ରଥମ ସପ୍ତାହ ଶେଷ ସୁଦ୍ଧା ଟାଟା ପାୱାରକୁ ଲେଟର ଅଫ୍‌ ଇଣ୍ଟେଟ୍‌ ପ୍ରଦାନ କରାଯାଇ ପାରେ ବୋଲି ଅଧିକାରୀ ସୂତ୍ରରୁ ଜଣାପଡିଛି। ୨୦୦୧ ମସିହାରୁ ସେସୁର ୫୧ ପ୍ରତିଶତ ଅଂଶଧନ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ନିକଟରେ ରହିଥିଲା। ଦୀର୍ଘ ୧୯ ବର୍ଷ ପରେ ସେସୁର ଘରୋଇକରଣ ହେବାକୁ ଯାଉଛି। ସେହିପରି ସେସୁର ଘରୋଇକରଣ ପରେ ୱେସ୍କୋ, ନେସ୍କୋ ଏବଂ ସାଉଥ୍‌କୋର ଘରୋଇକରଣ ପାଇଁ ଚିନ୍ତା କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri