ସୈଫ୍‌ଙ୍କୁ ଧୋକାବାଜ୍‌ କହିଲେ କାଜୋଲ

ବଲିଉଡ୍‌ ଅଭିନେତ୍ରୀ କାଜୋଲ ଏବେ ନିଜ ଆଗାମୀ ଫିଲ୍ମ ‘ତାହ୍ନାଜୀ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ସେ ସ୍ବାମୀ ଅଜୟ ଦେବଗନଙ୍କ ସ୍ତ୍ରୀ ଭୂମିକାରେ ନଜର ଆସିବେ। ଫିଲ୍ମର ଟ୍ରେଲର ରିଲିଜ୍‌ ପରେ ଅଜୟ ଏବଂ କାଜୋଲଙ୍କ ଯୋଡିକୁ ବେଶ୍‌ ପ୍ରସନ୍ଦ କରିଛନ୍ତି ଦର୍ଶକ। ଏବେ ଫିଲ୍ମ ପ୍ରମୋଶନକୁ ନେଇ ବ୍ୟସ୍ତ ଅଛନ୍ତି କାଜୋଲ। ଏସବୁ ଭିତରେ କାଜୋଲ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଟୁଇଟରରେ ଧୋକାବାଜ୍‌ କହିଛନ୍ତି। ଏହାସହ ସେ କହିଛନ୍ତି, ପ୍ରଥମେ ଓମକାରା ଫିଲ୍ମ ସମୟରେ ଏବେ ‘ତାହ୍ନାଜୀ’ ପ୍ରମୋଶନରେ ଧୋକା ଦେଲ। ‘ତାହ୍ନାଜୀ’ ଫିଲ୍ମରେ ସୈଫ୍‌ ଅଭିନୟ କରିଛନ୍ତି। କିନ୍ତୁ ଫିଲ୍ମର ଶୁଟିଂ ପରେ ନିଜ ପରିବାର ସହ ସୁରଇଜରଲାଣ୍ଡରେ ଛୁଟି କାଟିବାକୁ ଯାଇଛନ୍ତି ସୈଫ୍‌। ଫିଲ୍ମ ପ୍ରମୋଶନ ନ କରି ସୈଫ୍‌ ଛୁଟି କାଟିବାକୁ ପସନ୍ଦ କରିନାହାନ୍ତି କାଜୋଲ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri