ସୈଫ୍‌ଙ୍କ ଦ୍ୱିତୀୟ ବିବାହ ଦିନ ଝିଅ ସାରାଙ୍କୁ ଅମୃତା କ’ଣ ଗିଫ୍ଟ କରିଥିଲେ ଜାଣନ୍ତୁ

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ଙ୍କ ପିତା ସୈଫ୍‌ଙ୍କ ବିବାହ ଦିନ ମାଆ ଅମୃତା ତାଙ୍କୁ ଗିଫ୍ଟ କରିଥିଲେ ସବୁଠୁ ସୁନ୍ଦର ଲେହେଙ୍ଗା। ଏକଥା ସାରା ନିଜେ କହିଛନ୍ତି।

ଏକ ମାଗାଜିନ୍‌କୁ ସାକ୍ଷାତକାର ଦେଇ ସାରା କହିଛନ୍ତି, ମୋ’ ପିତା ସୈଫ୍‌ ଯେଉଁଦିନ କରୀନା କପୁରଙ୍କୁ ଦ୍ୱିତୀୟ ବିବାହ କଲେ ସେହିଦିନ ମା’ ଅମୃତାଙ୍କୁ ନେଇ ମୁଁ ଲକର ଯାଇ କିଛି ଅଳଙ୍କାର ସେଥିରୁ କାଢ଼ିଥିଲି। ମୋ’ର ମନେଅଛି ମା’ଙ୍କୁ ପଚାରିଥିଲି ମୁଁ କେଉଁ ଜୁଏଲାରୀ ପିନ୍ଧିବି? ମା’ ସାଙ୍ଗେ ସାଙ୍ଗେ ଡିଜାଇନର ଅବୁ ଏବଂ ସନ୍ଦୀପଙ୍କୁ ଫୋନ୍‌ କରି କହିଥିଲେ ସୈଫ ବିବାହ କରୁଛନ୍ତି। ଏହି ଦିନରେ ମୋ’ ଝିଅ ଭଲ ଆଉ ଦାମୀ ଲେହେଙ୍ଗା ପିନ୍ଧିବା ଦରକାର। ସେହି ଅନୁଯାୟୀ ଡିଜାଇନର ଲେହେଙ୍ଗା ପ୍ରସ୍ତୁତ କରିଥିଲେ।
କହିରଖୁଛୁ, ୧୬ ଅକ୍ଟୋବର ୨୦୧୬ରେ ସୈଫ୍‌ କରୀନାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଏକଥା ସାରା ଏବଂ ତାଙ୍କ ଭାଇ ଇବ୍ରାହିମ୍‌ ବହୁବାର ସ୍ବୀକାର ମଧ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri