ସୋନପୁରରୁ ନିରଞ୍ଜନ ପୂଜାରୀ ଆଗୁଆ

ସୋନପୁର,୨୩।୫: ସୋନପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଆଗୁଆ ରହିଛନ୍ତି। ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିରଞ୍ଜନ ୪୭୧୮ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଅଶୋକ ପୂଜାରୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।