Posted inଜାତୀୟ

ସୋନଭଦ୍ର ମୃତକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ସୋନଭଦ୍ର(ୟୁପି),୧୪ା୮(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ସୋନଭଦ୍ର ଜିଲାର ଉମ୍ଭା ଗଁା ଗସ୍ତକରି ଗଣହତ୍ୟାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ମାସେ ତଳେ ଏକ ଜମି ବିବାଦକୁ କେନ୍ଦ୍ରକରି ସେଠାରେ ୧୦ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ପ୍ରିୟଙ୍କା ପୂର୍ବରୁ ହତ୍ୟାକାଣ୍ଡ ସ୍ଥଳକୁ ଯିବାବେଳେ ତାଙ୍କୁ ସେଠାକୁ ଯିବାକୁ ବାରଣ କରି ରାଜ୍ୟ ପ୍ରଶାସନ ମିର୍ଜାପୁରଠାରେ ଅଟକ ରଖିଥିଲା।
ପ୍ରିୟଙ୍କା ବାରାଣସୀଠାରୁ ୧୦୦ କି.ମି. ସଡକ ପଥରେ ଯାତ୍ରା କରି ସୋନଭଦ୍ର ଜିଲାର ଏହି ଗଁାକୁ ଯାଇଥିଲେ। ପ୍ରିୟଙ୍କାଙ୍କ ପ୍ରିୟଙ୍କା ଉକ୍ତ ଗଁାରେ ପହଞ୍ଚତ୍ଥିବାର ଫଟୋକୁ ୟୁପି କଂଗ୍ରେସ ଟୁଇଟ୍‌ କରିଛି। ଏହି ଗସ୍ତ ଦ୍ୱାରା ସେ ରାଜନୈତିକ କଟକଣାକୁ ଅବଜ୍ଞା କରିଛନ୍ତି ବୋଲି ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଅଭିଯୋଗ କରିଛନ୍ତି। ଉକ୍ତ ଗଁାରେ ଜଣେ ପୂର୍ବତନ ପ୍ରଧାନଙ୍କ ନେତୃତ୍ୱରେ କେତେକ ସଶସ୍ତ୍ର ଲୋକ ୧୦ ଗୋଣ୍ଡ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା କରିଥିଲେ। ଏହି ଆଦିବାସୀ ଲୋକମାନେ ଜୁଲାଇ ୧୭ରେ ଏକ ବିବାଦୀୟ ଜମିକୁ ନିଜ ନିୟନ୍ତ୍ରଣକୁ ନେବାକୁ ଉଦ୍ୟମ କରୁଥିବାବେଳେ ଏହି ହତ୍ୟାକାଣ୍ଡ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri