ସୋନମ ପଲେଇ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା

ଛତ୍ରପୁର, ୨।୭ (ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ପରିଷଦ ଅଧ୍ୟକ୍ଷା ପଦବୀ ପୁଣି ବିଜେଡି ହାତେଇବାରେ ସକ୍ଷମ ହୋଇଛି। ବିଜେଡି ପ୍ରାର୍ଥୀ ତଥା ଖଲ୍ଲିକୋଟ ବ୍ଲକ ଅଧୀନ ୧୧ ନଂ ଜୋନ ଜ଼ିଲା ପରିଷଦ ସଭ୍ୟା ସୋନମ ପଲେଇ ଅଧ୍ୟକ୍ଷା ଭାବେ ମଙ୍ଗଳବାର ନିର୍ବାଚିତ ହୋଇଛନ୍ତି। ସୁବାସ ଚନ୍ଦ୍ର ବେହେରା ଛତ୍ରପୁର ବିଧାୟକ ଭାବେ ନିିର୍ବାଚିତ ହେବାପରେ ଜ଼ିଲା ପରିଷଦ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ଫଳରେ ପଦବୀ ଲାଗି ନିର୍ବାଚନର ଆବଶ୍ୟକତା ପଡ଼ିଥିଲା। ଖାଲି ପଡ଼ିଥିବା ଅଧ୍ୟକ୍ଷ ପଦ ପାଇଁ ମଙ୍ଗଳବାର ଜ଼ିଲା ପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ପଦବୀ ଲାଗି ସୋନମ ବିଜେଡିରୁ ଜଣେ ମାତ୍ର ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଥିଲେ। ସେ ଏକା ହୋଇଥିବାରୁ ତାଙ୍କୁ ଅଧ୍ୟକ୍ଷା ଭାବେ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜ଼ିଲାପାଳ ଲକ୍ଷ୍ମୀକାନ୍ତ ସେଠୀ ନିର୍ବାଚିତ ହୋଇଥିବା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri