ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ ପ୍ରଦର୍ଶନ କରିଛନ୍ତି। ଜାତୀୟ ଯୋଗ୍ୟତା-ତଥା-ପ୍ରବେଶିକା ପରୀକ୍ଷା (NEET) ରେ ଗଣ୍ଡଗୋଳ ଏବଂ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ଦାବିରେ ୱାଙ୍ଗଚୁକ ଦିଲ୍ଲୀରେ ଆମରଣ ଅନଶନରେ ବସିଛନ୍ତି।

‘ହିନ୍ଦୁଜ ଫର ହ୍ୟୁମାନ ରାଇଟ୍ସ’ (Hindus for Human Rights) ର କର୍ମକର୍ତ୍ତାମାନେ ସୋମବାର ସନ୍ଧ୍ୟାରେ ନ୍ୟୁୟର୍କ ସହରର ୟୁନିୟନ ସ୍କୋୟାର ଏବଂ ସାନ ହୋଜେରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକାଠି ହୋଇଥିଲେ। ସେମାନେ ହାତରେ ପ୍ଲାକାର୍ଡ ଧରିଥିଲେ, ଯେଉଁଥିରେ ୱାଙ୍ଗଚୁକଙ୍କ ସମର୍ଥନରେ ନାରା ଲେଖାଯାଇଥିଲା। କର୍ମକର୍ତ୍ତାମାନେ ଭାରତ ସରକାରଙ୍କ ବିରୋଧରେ ମଧ୍ୟ ନାରାବାଜି କରିଥିଲେ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଥିଲେ।

‘ହିନ୍ଦୁଜ ଫର ହ୍ୟୁମାନ ରାଇଟ୍ସ’ (Hindus for Human Rights) ମଙ୍ଗଳବାର ଜାରି କରିଥିବା ଏକ ବିବୃତ୍ତିରେ କହିଛି ଯେ ଲଣ୍ଡନସ୍ଥିତ ଭାରତୀୟ ହାଇକମିସନ ଏବଂ ଡବ୍ଲିନ୍ସ୍ଥିତ ଭାରତୀୟ ଦୂତାବାସ ବାହାରେ ମଧ୍ୟ ଏହିପରି ପ୍ରଦର୍ଶନ କରାଯାଇଛି। ବିବୃତ୍ତିରେ କୁହାଯାଇଛି, ”ଆମର ପ୍ରଦର୍ଶନଗୁଡ଼ିକ ଏକ ସ୍ପଷ୍ଟ ସନ୍ଦେଶ ଦେଇଛି ଯେ ତାହାନ୍ୟୁୟର୍କ ହେଉ କିମ୍ବା ଲଣ୍ଡନ, ସାନ ହୋଜେ ହେଉ କିମ୍ବା ଡବ୍ଲିନ, ଭାରତର ଛାତ୍ରୀଛାତ୍ରଙ୍କ ସହିତ ନିରପେକ୍ଷତା ଏବଂ ସମ୍ମାନର ସହିତ ବ୍ୟବହାର କରାଯିବା ଉଚିତ୍‌“

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri