Posted inଜାତୀୟ

ସୋନିଆଙ୍କ ଏକ ବ୍ୟକ୍ତି ଏକ ପଦବୀ ରଣନୀତି: ବରିଷ୍ଠ ନେତାଙ୍କ ପଦବୀ ଯିବା ସମ୍ଭାବନା

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷା ଭାବେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡୋର ଧରିଛନ୍ତି। ସେ ଦଳର ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ ଆଣିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଣିକି ଦଳର ଜଣେ ବ୍ୟକ୍ତି ଗୋଟିଏ ପଦବୀରେ ଅବସ୍ଥାପିତ ହେବେ। ଏକାଧିକ ପଦବୀ ନିଜ ପାଖରେ ରଖିଥିବା ସଦସ୍ୟଙ୍କ ଠାରୁ ସେମାନଙ୍କର ପଦବୀରୁ ଅଲଗା କରାଯିବ। ନିଜେ ସୋନିଆ ୟୁପିଏ ଅଧ୍ୟକ୍ଷା ଏବଂ ଦଳର ଅଧ୍ୟକ୍ଷା ଅଛନ୍ତି। ତେବେ ଦୁଇଟି ଯାକ ପଦବୀରେ କୌଣସି ଅସମାନତା ନ ଥିବାରୁ ସୋନିଆ ଏହି ପଦବୀରେ ରହିପାରିବେ। ଅପରପକ୍ଷରେ ଗୁଲାମନବୀ ଆଜାଦ୍‌, କମଳନାଥ, ସଚିନ୍‌ ପାଇଲଟ୍‌, ନାନା ପୋଟଲେ, ନୀତିନ ରାଓ୍ବତ, ଉମଙ୍ଗ ସିଙ୍ଗାର ଆଦି ସଦସ୍ୟ ଏକାଧିକ ପଦବୀ ନିଜ ପାଖରେ ରଖିଛନ୍ତି। ସେମାନେ ଏବେ ଯେ କୌଣସି ଗୋଟିଏ ପଦବୀରେ ରହିବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri