Posted inଜାତୀୟ

ସୋନିଆ-ମନମୋହନଙ୍କୁ ଭେଟିଲେ ହସିନା

ନୂଆଦିଲ୍ଲୀ,୬।୧୦: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ରବିବାର ଭେଟିଛନ୍ତି। ଏହା ସହିତ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ମଧ୍ୟ ସାକ୍ଷାତ୍‌ କରିଛନ୍ତି। ଦୁଇ ନେତାଙ୍କ ସହିତ ହସିନା ଭାରତ-ବାଂଲାଦେଶ ସମ୍ପର୍କ ବିଷୟରେ ବିସ୍ତୃତ ଆଲୋଚନା କରିଛନ୍ତି। ହସିନା ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri