Posted inଜାତୀୟ

ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଲଶ୍କର ଆତଙ୍କବାଦୀ ଆସିଫ୍‌ ନିହତ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଲଶ୍କର-ଇ-ତୋଏବା ଶୀର୍ଷ ଆତଙ୍କବାଦୀ ଆସିଫ୍‌ଙ୍କ ମୃତ୍ୟୁ ଘଟିଛି। ଆସିଫ୍‌ ଏଠାରେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ତାଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ପ୍ରଥମେ ଆସିଫ୍‌ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏଥିରେ ୨ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା କୁହାଯାଉଛି। ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। କିଛି ଦିନ ତଳେ ଜଣେ ସ୍ଥାନୀୟ ଫଳ ବେପାରୀଙ୍କ ପରିବାରଙ୍କୁ ଆସିଫ୍‌ ଆକ୍ରମଣ କରିଥିଲେ। ଏଥିରେ ଜଣେ ଶିଶୁ କନ୍ୟା ଅସମା ଜାନ୍‌ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri