Posted inଖେଳ

ସୋବର୍ସ, ଆଜାରୁଦ୍ଦିନଙ୍କ ସମକକ୍ଷ ହେଲେ ଅଗ୍ରଓ୍ବାଲ

ଇନ୍ଦୋର,୧୫।୧୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଶତକ ଅର୍ଜନ କରିଛନ୍ତି। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ଓ ଭାରତରେ ତୃତୀୟ ଶତକ। ଏଥିସହିତ ସେ ଭାରତରେ ୪ ଟେଷ୍ଟ ଖେଳି ସର୍ବାଧିକ ଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଏହି ସଫଳତା ହାସଲ କରିବାରେ ମୟଙ୍କ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଗ୍ୟାରି ସୋବର୍ସ (ଓ୍ବେଷ୍ଟଇଣ୍ଡିଜ), ମହମ୍ମଦ ଆଝାରୁଦ୍ଦିନ (ଭାରତ), ଆଣ୍ଡି ଫ୍ଲାଓ୍ବାର (ଜିମ୍ବାଓ୍ବେ), ଆଣ୍ଡ୍ରୁ ଷ୍ଟ୍ରସ (ଇଂଲଣ୍ଡ) ଓ କେନ ବାରିଂଟନ(ଇଂଲଣ୍ଡ)ଙ୍କ ସହ ସମକକ୍ଷ ହୋଇଛନ୍ତି। ସମସ୍ତେ ୪ ଟେଷ୍ଟରେ ୩ ଶତକ ହାସଲ କରିଥିଲେ। ତାଲିକା ଶୀର୍ଷରେ ରହିଛନ୍ତି ଇଭରଟନ ଓ୍ବିକସ (ଓ୍ବେଷ୍ଟଇଣ୍ଡିଜ)। ସେ ୪ ମ୍ୟାଚ୍‌ରେ ସର୍ବାଧିକ ୪ ଶତକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri