Posted inଜାତୀୟ

ସୋମବାର ଝାଡ଼ଖଣ୍ଡରେ ଚତୁର୍ଥ ପର୍ଯ୍ୟାୟ ମତଦାନ: ୧୫ ଆସନରେ ୨୨୧ ପ୍ରାର୍ଥୀ

ରାଞ୍ଚି, ୧୪।୧୨: ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୫ଟି ଆସନ ଲାଗି ମତଦାନ କରାଯିବ। ନିର୍ବାଚନ ମଇଦାନରେ ୨୧୧ ଜଣ ପ୍ରାର୍ଥୀଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୩ ମହିଳା ଏବଂ ୧୯୮ ପୁରୁଷ ପ୍ରାର୍ଥୀ ରହିଛନ୍ତି। ବୋକାରୋ ଆସନରେ ସର୍ବାଧିକ ୨୫ ଜଣ ନିର୍ବାଚନ ଲଢୁଛନ୍ତି। ସେହିପରି ସର୍ବନିମ୍ନ ୮ ଜଣ ପ୍ରାର୍ଥୀ ନିରସା ବିଧାନସଭା ଆସନରୁ ଲଢୁଛନ୍ତି। ବୋକାରୋ ଏବଂ ଝରିଆରେ ସର୍ବାଧିକ ୫ ଜଣ ଲେଖାଏଁ ମହିଳା ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି। ତେବେ ମଧୁପୁର, ଚନ୍ଦନକ୍ୟାରୀ, ସିନ୍ଦରୀ ଏବଂ ଟୁଣ୍ଡି ଆସନରେ କୌଣସି ମହିଳା ପ୍ରାର୍ଥୀ ନାହାଁନ୍ତି। ୫୯ ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ୧୦ ମହିଳା ଏବଂ ୪୯ ପୁରୁଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri