ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍‌ ଅଫ୍‌ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇପାରିବେ। ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଛନ୍ତି ସେମାନଙ୍କ ତାଲିକା ୯ ତାରିଖ ସନ୍ଧ୍ୟା ୫ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ। ୧୩ ତାରିଖ ସନ୍ଧ୍ୟା ୬ଟାରେ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବ। ଏଥିରେ ମେନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ୧୫ରୁ ୧୭ ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇ ପାରିବେ। ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁ ଛାତ୍ରୀଛାତ୍ରମାନେ ନାମ ଲେଖାଇଥିବେ ୧୭ ତାରିଖ ଦିନ ସେମାନଙ୍କ ତାଲିକା ପ୍ରକାଶ ପାଇବ। ସେହିପରି ସିଟ୍‌ ଖାଲି ରହିଲେ ୨୦ତାରିଖ ଦିନ ସ୍ପଟ୍‌ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ର ୨୫ରୁ ୨୭ ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇପାରିବେ। ଆସନ୍ତା ୨୯ ତାରିଖରେ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?