Categories: ଜାତୀୟ

ସୋମବାର ୭୩ ବର୍ଷରେ ପଦାର୍ପଣ କରିବେ ସୋନିଆ ଗାନ୍ଧୀ: ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ପାଳିବେ ନାହିଁ ଜନ୍ମଦିନ

ନୂଆଦିଲ୍ଲୀ,୮।୧୨: ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ୭୩ ବର୍ଷରେ ପଦାର୍ପଣ କରିବେ। ତେବେ ଦେଶରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ଜନ୍ମଦିନ ପାଳିବେ ନାହିଁ ବୋଲି ସୂଚନା ଦେଇଛନ୍ତି। ଦେଶର ବିଭିନ୍ନ ଅଞ୍ଚଳରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ତାଙ୍କୁ ମର୍ମାହତ କରିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ ସୋନିଆ ଗାନ୍ଧି ୧୯୪୬ ଡିସେମ୍ବର ୯ରେ ଇଟାଲୀର ଲୁସିଆନାରେ ଜନ୍ମଗ୍ରହଣ କରିଥିଲେ।

Share