ସୋଲାର ସିଷ୍ଟମ ଅଚଳ, ପାଣି ପାଇଁ ହଇରାଣ

କେନ୍ଦୁଝର, ୯।୬(ସ୍ବ.ପ୍ର.) – ଯୋଡ଼ା ବ୍ଲକ ଅନ୍ତର୍ଗତ ଖଣି ଖାଦାନ ବହୁଳ ବଲାଣି ପଞ୍ଚାୟତ ଅନ୍ତର୍ଗତ ଜୁର୍ମିତା ତଳସାହିରେ ସୋଲାର ସିଷ୍ଟମ ଅଚଳ ଯୋଗୁ ବର୍ଷେ ହେଲା ଲୋକମାନେ ଜଳ ସଙ୍କଟରେ ଅଛନ୍ତି। ଏନେଇ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ପଦକ୍ଷେପ ନିଆ ଯାଉନାହିଁ। ଉକ୍ତ ସାହିରେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ଲୋକଙ୍କ ପାଣି ସମସ୍ୟା ସମାଧାନ କରିବା ପାଇଁ ନଳକୂପ ଖନନ କରାଯାଇଥିଲା। ହ୍ୟାଣ୍ଡ ପମ୍ପ ମାରି ପାଣି ନେଉଥିଲେ। ପ୍ରାୟ ବର୍ଷେ ପରେ ଏହାକୁ ସୋଲାର ସିଷ୍ଟମ କରାଗଲା। ପମ୍ପର ହ୍ୟାଣ୍ଡେଲକୁ କେହି ଖୋଲି ନେଇଗଲେ। ଗତ ମାର୍ଚ୍ଚ ମାସରେ ସୋଲାର ସିଷ୍ଟମ ଖରାପ ହୋଇଯିବାରୁ ପାଣି ଯୋଗାଣ ବନ୍ଦ ହୋଇଗଲା। ଫଳରେ ଲୋକମାନେ ଅକଥନୀୟ ଦୁର୍ଦ୍ଦଶାରେ ରହୁଛନ୍ତି। ପାଣି ପାଇଁ ଦୂରକୁ ଯିବାକୁ ପଡୁଥିବା ବେଳେ ଖରା ଦିନରେ ବହୁ କଷ୍ଟ ଭୋଗୁଥିବା ସ୍ଥାନୀୟ ଗ୍ରାମବାସୀ ଶୁକୁରା ମୁଣ୍ଡା, ଦସରା ମୁଣ୍ଡା ସମେତ ଅନ୍ୟମାନେ କହିଛନ୍ତି। ଏଣୁ ତୁରନ୍ତ ସୋଲାର ସିଷ୍ଟମ ସଜାଡିବାକୁ ସେମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri