ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନ୍ସକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୩: ଆମେରିକାରେ କରୋନା ଭାଇରସ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ସେଠାରେ ମୃତ୍ୟୁ ସଂଖ୍ୟା ୨ ହଜାର ଅତିକ୍ରମ କରି ସାରିଲାଣି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ହ୍ବାଇଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଟ୍ରମ୍ପ ଏହା ପ୍ରକାଶ କରିଛନ୍ତି। ମଙ୍ଗଳବାର ସୁଦ୍ଧା ଏ ସମ୍ପର୍କିତ ସମସ୍ତ ତଥ୍ୟ ଆମେରିକାବାସୀଙ୍କୁ ଜଣାଇ ଦିଆଯିବ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୧୬ରୁ ସେଠାରେ ସୋସିଆଲ ଡିଷ୍ଟାନସିଂ ଲାଗୁ କରାଯାଇଥିଲା। ହେଲେ କରୋନା ସଂକ୍ରମଣର ଦ୍ରୁତ ଗତିକୁ ଦେଖି ଏବେ ଏହାକୁ ବୃଦ୍ଧି କରାଯାଇଥିବା ସୂଚନା ରହିଛି। ରବିବାର ସୁଦ୍ଧା ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୩୯,୦୦୦ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିପ୍ରେସନ୍‌ ଦୂର କରିବା ପାଇଁ ଏମିତି କାମ କରନ୍ତି ଏଲନ ମସ୍କ

କାଲିଫର୍ନିଆ,୧୯।୩: ଅରବପତି ଏଲନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। କିଛି ଦିନ ପୂର୍ବେ ଡିପ୍ରେସନ ପାଇଁ ସେ କେଟାମାଇନ ଭଳି ଔଷଧ ବ୍ୟବହାର କରୁଥିବା ଖବର...

ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଆଫଗାନିସ୍ତାନ

କାବୁଲ,୧୯।୩: ଆଫଗାନିସ୍ତାନରେ ପାକିସ୍ତାନୀ ଏୟାର ଷ୍ଟ୍ରାଇକକୁ ତାଲିବାନ ମୁହଁତୋଡ ଜବାବ ଦେଇଛି। ତାଲିବାନ ସୈନ୍ୟମାନେ ଡୁରାଣ୍ଡ ଲାଇନ ନିକଟରେ ପାକିସ୍ତାନୀ ସାମରିକ ପୋଷ୍ଟକୁ ଧ୍ୱଂସ କରିଛନ୍ତି।...

ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କଲା ପାକିସ୍ତାନ

ଇସ୍‌ଲାମାବାଦ/କାବୁଲ,୧୮।୩: ପାକିସ୍ତାନ ସୋମବାର ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କରିବାରୁ ୩ ପିଲାଙ୍କ ସମେତ ୮ଜଣଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନର ବିଭିନ୍ନ ସହରଗୁଡ଼ିକରେ ଆତଙ୍କବାଦୀ ଆକ୍ରମଣ ବଢ଼ୁଥିବାରୁ...

ଏକତରଫା ବିଜୟ ହାସଲ କଲେ ଭ୍ଲାଡିମିର ପୁଟିନ: ଲଗାତର ପଞ୍ଚମଥର ପାଇଁ ହେବେ ରାଷ୍ଟ୍ରପତି

ମସ୍କୋ,୧୮।୩: ଭ୍ଲାଡିମିର ପୁଟିନ ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ପୁଟିନ ବିପୁଳ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। ପ୍ରାରମ୍ଭିକ ଧାରା ଅନୁଯାୟୀ...

ତୃତୀୟ ବିଶ୍ୱଯୁଦ୍ଧ ଧମକ ଦେଲେ ଭ୍ଲାଡିମିର ପୁଟିନ

ମସ୍କୋ,୧୮।୩: ରୁଷିଆ ରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଭ୍ଲାଡିମିର ପୁଟିନ ଏକ ବଡ଼ ବିଜୟ ହାସଲ କରିଛନ୍ତି। ପୁଟିନ ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି...

ଅନିଶ୍ଚିତତାରେ ଋଷି ସୁନକଙ୍କ ନେତୃତ୍ୱ

ଲଣ୍ଡନ,୧୮।୩(ପି.ଟି.): ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍‌ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି...

ପାର୍ଟନରଙ୍କୁ ବାହାହେଲେ ବହିର୍ବ୍ୟାପାର ମନ୍ତ୍ରୀ

କାନ୍‌ବେରା,୧୮ା୩: ଅଷ୍ଟ୍ରେଲିଆ ବହିର୍ବ୍ୟାପାର ମନ୍ତ୍ରୀ ପେନ୍ନି ଓ୍ବଙ୍ଗ୍‌ ନିଜ ଦୀର୍ଘଦିନର ମହିଳା ପାର୍ଟନର ସୋଫିଏ ଆଲ୍ଲୋଉଆଚେଙ୍କୁ ବିବାହ କରିଛନ୍ତି। ନିଜ ସମଲିଙ୍ଗୀ ବିବାହ ସମ୍ପର୍କରେ ଓ୍ବଙ୍ଗ୍‌...

ସାଧାରଣ ନିର୍ବାଚନ ପୂର୍ବରୁ ନେତୃତ୍ୱ ପରିବର୍ତ୍ତନ ପାଇଁ ଉଠିଲା ଦାବି

ଲଣ୍ଡନ,୧୭।୩: ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍‌ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri