ସୋସିଆଲ ମିଡିଆରେ କମାଲ୍‌ କରୁଛି ଗଜେନ୍ଦ୍ର ବର୍ମାଙ୍କ ‘ୟାଦ କରକେ’ଗୀତ

ମୁମ୍ବାଇ: ସିଙ୍ଗର, ରାଇଟର ଓ ମ୍ୟୁଜିକ୍‌ କମ୍ପୋଜର ଗଜେନ୍ଦ୍ର ବର୍ମାଙ୍କ ଗୀତ ‘ତେରା ଘାଟା’ ପପୁଲାର ହେବା ପରେ ଏବେ ଧୁମ ମଚାଉଛି ‘ୟାଦ କରକେ’। ଏହା ଏକ ବ୍ରେକ୍‌ ଅପ୍‌ ସଙ୍ଗ ହୋଇଥିବା ବେଳେ ଏଥିପାଇଁ ଏବେ ଚର୍ଚ୍ଚାକୁ ଆସିଛନ୍ତି ଗଜେନ୍ଦ୍ର। ତେବେ ତାଙ୍କର ପ୍ରଥମ ଗୀତଟି ମଧ୍ୟ ବ୍ରେକ୍‌ଅପ୍‌ ଉପରେ ଆଧାରିତ ଥିଲା। ଏଥରର ଗୀତ ‘ୟାଦ କରକେ’ ମଧ୍ୟ ଏହି ଥିମ୍‌ ଉପରେ ଲେଖାଯାଇଛି। ଏକ ରୋମାଣ୍ଟିକ କପୁଲ ପରସ୍ପରକୁ ଖୁବ୍‌ ଭଲପାଉଥିବା ବେଳେ କୌଣସି କାରଣ ବଶତଃ ଏମାନଙ୍କ ମଧ୍ୟରେ ହେଉଛି ବ୍ରେକ୍‌ଅପ୍‌। ଗୀତଟିକୁ ନିର୍ଦ୍ଦେଶନା ଦେଇଛନ୍ତି ଅମନ ପ୍ରଜାପତ। ଜୁଲାଇ ୧୮ରେ ଏହା ରିଲିଜ୍‌ ହୋଇଥିବା ବେଳେ ମାତ୍ର ୨୪ ଘଣ୍ଟା ମଧ୍ୟରେ ଏହାକୁ ୨୨,୨୨,୬୬୧ଥର ଦେଖା ସରିଲାଣି। ଏହା ଗଜେନ୍ଦ୍ରଙ୍କ ଆଉ ଏକ ବଡ ସଫଳତା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri