ସୋସିଆଲ ମିଡିଆରେ ‘ପାକିସ୍ତାନୀ ରୁଟି’

ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ରୁମାଲି ରୁଟି ବା ତନ୍ଦୁରି ରୁଟି କଥା ଶୁଣିଥିବେ ଏବଂ ଖାଇଥିବେ। ହେଲେ କେବେ ଚାଦର ରୁଟି କଥା ଶୁଣିଛନ୍ତି କିମ୍ବା ଖାଇଛନ୍ତି କି। ଶୁଣିଲା ବେଳକୁ କଥାଟା ଅଡୁଆ ଲାଗୁଥିବ, ହେଲେ କଥାଟି ସତ। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡଓ ଭାଇରାଲ ହୋଇଛି। ଯେଉଁଥିରେ ରୁଟିର ଆକାରକୁ ଦେଖିଲେ ଆଶ୍ଚର୍ଯ୍ୟ ଲାଗୁଛି। ଏହି ଗୋଟିଏ ରୁଟିରେ ପୂରା ପରିବାରର ପେଟ ଭର୍ତ୍ତି ହୋଇଯିବ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ତାହା ପୁଣି ଗୋଟିଏ ପାକିସ୍ତାନୀ ପରିବାରର ବୋଲି କୁହାଯାଇଛି। ଦେଢ଼ ମିନିଟ୍‌ର ଏହି ଭିଡିଓକୁ ବ୍ୟବସାୟୀ ହର୍ଷ ଗୋଏଙ୍କା ଶେୟାର କରିଛନ୍ତି।

ଶେୟାରର କିଛି ସମୟ ଭିତରେ ଏହାକୁ ୫୦ହଜାରରୁ ଊର୍ଦ୍ଧ୍ୱ ୟୁଜର୍ସ ଦେଖିବା ସହ ବହୁ ମଜାଳିଆ କମେଣ୍ଟ ମଧ୍ୟ ଦେଇଛନ୍ତି। ଉକ୍ତ ଭିଡିଓଟିରେ ଜଣେ ବ୍ୟକ୍ତି ନିଜ ହାତରେ ଅତି କୌଶଳତାର ସହ ରୁଟି କରୁଥିବାର ଦେଖିବାକୁ ମିଳିଛି। ଏହି ରୁଟି ଘରର ଖଟ ଆକାରର ହୋଇଥିବାରୁ ଏହାକୁ ଚାଦର ରୁଟି ବୋଲି କୁହାଯାଉଛି। ଏହାକୁ ଦେଖି ଜଣେ ୟୁଜର୍ସ ଲେଖିଛନ୍ତି, ରୁଟିକୁ ଦେଖିବା ପରେ ଭୋକ ମେଣ୍ଟିଗଲାଣି। ସେହିପରି ଆଉ ଜଣେ ୟୁଜର୍ସ ଲେଖିଛନ୍ତି, ଏହା ପାକିସ୍ତାନୀ ରୁଟି, ଗୋଟିଏ ରୁଟି ପୁରା ପରିବାରର ପେଟ ଭର୍ତ୍ତି ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri