ଜହ୍ନାପଙ୍କ, ୧୭।୪ (ଡି.ଏନ.ଏ.): ବର୍ତ୍ତମାନ କରୋନା ପାଇଁ ଲକ୍ ଡାଉନ ଯୋଗୁ କାମ ଧନ୍ଦା ଠପ୍ ହୋଇଯାଇଛି । ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଉପଭୋକ୍ତାଙ୍କୁ ୩ ମାସର ଚାଉଳ ଦେବା ସହିତ ହଜାରେ ଟଙ୍କା ମଧ୍ୟ ଦେବାର ବ୍ୟବସ୍ଥା କରିଛନ୍ତି । ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତ କର୍ତ୍ତୃପକ୍ଷ ଜହ୍ନାପଙ୍କ ଗ୍ରାମକୁ ଯାଇ ୬ ତାରିଖରେ ହିତାଧିକାରୀଙ୍କୁ ଚାଉଳ ସହିତ ୧ ହଜାର ଟଙ୍କା ଦେଇଥିଲେ। ହେଲେ ଆର୍ଥତ୍କ ଅନଟନ ଯୋଗୁଁ ନିଜ କାର୍ଡକୁ ମହାଜନଠାରେ ବନ୍ଧା ଦେଇଥିବା ବନିତା ନାଗ, ରଜନୀ ବେହେରା, ନବୀନ ବେହେରା, ସୁରୁବାବୁ ବେହେରା, ଦୁର୍ଯ୍ୟୋଧନ ବେହେରା, ମକରନ୍ଦ ପାଣିଗିରି, ନିମାଇଁ ପାଣିଗିରି, ବାବୁଲା ମିର୍ଦ୍ଧା, ସନ୍ତ ପାଣିଗିରି, ରଜନୀ ବେହେରା, ଶ୍ୱେତ ବେହେରା, କାର୍ତ୍ତିକ ବେହେରାଙ୍କୁ ଚାଉଳ ମିଳି ନ ଥିଲା । ଏ ନେଇ କେଦାର ସାହୁ ନାମକ ଜଣେ ବ୍ୟକ୍ତି ଏକ ଭିଡିଓ ପ୍ରସ୍ତୁତି କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ପ୍ରଶାସନ ଏହା ଜାଣିବା ପରେ ପଦକ୍ଷେପ ନେଇଛି। ଶେଷରେ ଉପଭୋକ୍ତାଙ୍କୁ ଚାଉଳ ମିଳି ପାରିଛି।
Posted inHome, Home Left, ଆମ ଜିଲା ଖବର, ବୌଦ୍ଧ View All
ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...
ପୁଟିନଙ୍କ କାର୍ ଠାରୁ କେତେ ଦମଦାର୍ ମୋଦିଙ୍କ କାର୍? ଜାଣନ୍ତୁ ଦୁଇଟାଯାକର ଦାମ୍
ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...
ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ
ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍ ଆଉଟ୍ରେ ଫ୍ରାନ୍ସକୁ ୩-୧ ଗୋଲ୍ରେ ପରାସ୍ତ କରି ଚଳିତ ଏଫ୍ଆଇଏଚ୍ ଜୁନିୟର ପୁରୁଷ ବିଶ୍ୱକପ୍ ହକି ଟୁର୍ନାମେଣ୍ଟର...
ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍ କାଟ, ସକାଳୁ…
ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...
ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ
ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...
ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ
କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...
ପୁଟିନ୍ଙ୍କୁ ଗୀତା ଉପହାର ଦେଲେ ମୋଦି
ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍ଭଗବତ...
ପୂର୍ବତନ ଡିଏସ୍ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ
ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...
Archives


