Posted inଜାତୀୟ

ସୋସିଆଲ ମିଡିଆ ସହ ଆଧାର ଲିଙ୍କ୍‌: ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

ନୂଆଦିଲ୍ଲୀ,୧୦ା୧୨(ପ.ଟି.): ସୋସିଆଲ୍‌ ମିଡିଆକୁ ଆଧାର, ପାନ୍‌ କିମ୍ବା ଭୋଟର ପରିଚୟପତ୍ର ସହ ସଂଯୋଗ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟ ସୋମବାର ମନା କରିଦେଇଛନ୍ତି। ଏହା ଦ୍ୱାରା ସାଧାରଣ ଆକାଉଣ୍ଟଧାରୀଙ୍କ ତଥ୍ୟ ବିଦେଶକୁ ଚାଲିଯିବ ବୋଲି ଅଦାଲତ କହିଛନ୍ତି। ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଏବଂ ବିଚାରପତି ସି. ହରିଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଥିଲେ, ଟୁଇଟର, ଫେସ୍‌ବୁକ୍‌, ହ୍ବାଟ୍ସଆପ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ସହ ଆଧାର, ପାନ୍‌ ଓ ଅନ୍ୟ କୌଣସି ପରିଚୟ ଦସ୍ତାବିଜ୍‌ ସଂଯୋଗ ପାଇଁ ନୂଆ ନିୟମର ଆବଶ୍ୟକତା ରହିଛି। ଏଥିପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ଆଇନରେ ସଂଶୋଧନ ଆଣିବାକୁ ପଡିବ। ଏହି କାର୍ଯ୍ୟ ଅଦାଲତ କରିପାରିବେ ନାହିଁ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri