ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ା ଗୁରୁବାର ଅପରାହ୍ନରେ ସୋହେଲା ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପଦ୍ମପୁର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ସୋହେଲା କୁମ୍ଭାରବନ୍ଧ ପଡ଼ାର ଚିଙ୍ଗୁରୁ ଓରଫ ସୁଶାନ୍ତ ସୁନା(୨୧), ନରେଶ ଓରଫ ବୁଟି ପୋଢ଼(୨୫), ସଞ୍ଜୀବ କୁମ୍ଭାର(୨୩), ସଞ୍ଜୟ ଓରଫ ବୁଠି କୁମ୍ଭାର(୨୦) ଓ ୧୨ବର୍ଷର ଜଣେ ନାବାଳକ। ବରଗଡ଼ ଏସ୍‌ପି ପଦ୍ମିନୀ ସାହୁଙ୍କ ନିର୍ଦ୍ଦେଶକ୍ରମେ ପଦ୍ମପୁର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ, ସୋହେଲା ଆଇଆଇସି ନିର୍ମଳ କୁମାର ମହାପାତ୍ର ଓ ଷ୍ଟାଫ୍‌ ବିଭିନ୍ନ ଜାଗାରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛନ୍ତି। ସୋହେଲା ଥାନାରେ ଏ ନେଇ କେସ୍‌ ନମ୍ବର ୧୬୭/୧୯ରେ ଏକ ମାମଲା ରୁଜୁ ହୋଇଥିବାବେଳେ ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri