ସୌନ୍ଦର୍ଯ୍ୟ ହରାଉଛି ଗୋପାଳବନ୍ଧ: ରକ୍ଷଣାବେକ୍ଷଣ ଲାଗି ଦାବି

ପୁରୁଷୋତ୍ତମପୁର,୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ମଧ୍ୟଭାଗରେ ଥିବା ଐତିହାସିକ ଗୋପାଳବନ୍ଧ ପୋଖରୀ ହୁଡ଼ାକୁ କେତେକ ବ୍ୟକ୍ତି ଜବରଦଖଲ କରିଛନ୍ତି। ଏଥିସହ ପୋଖରୀଟି ଅଳିଆ ଆବର୍ଜନାରେ ପୋତିହେବାକୁ ବସିଲାଣି । ପୋଖରୀ ଜଳ ସମ୍ପୂର୍ଣ୍ଣ ଦୂଷିତ ହୋଇ ବ୍ୟବହାର ଅନୁପଯୋଗୀ ହୋଇଛି। ଏ ନେଇ ଲେକେ ନାହିଁ ନ ଥିବା ସମସ୍ୟା ଭୋଗୁ ଥିବା ବେଳେ ବହୁବାର ପ୍ରଶାସନକୁ ଅବଗତ କରାଗଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ। ଏହାର ରକ୍ଷଣାବେକ୍ଷଣ ଓ ସୁରକ୍ଷା ପ୍ରତି ଏନ୍‌ଏସି ପ୍ରଶାସନ ଗୁରୁତ୍ୱ ଦେଉ ନ ଥିବା ହେତୁ ଏହାକୁ ନେଇ ଅସନ୍ତୋଷ ଲାଗି ରହିଛି । ଏପରି କି ପୋଖରୀ ବନ୍ଧର ସୌନ୍ଦର୍ଯ୍ୟ କରଣ, ଗାର୍ଡୱାଲ ନିର୍ମାଣ ସହ ପୂନରୁଦ୍ଧାର ଲାଗି ସହରବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri