ସୌମ୍ୟ ହତ୍ୟା ମାମଲା: ଆଉ ୨ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୯।୫: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ମଙ୍ଗଳବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ନୟାଗଡ଼ ରଣପୁର ଅଞ୍ଚଳରେ ଚଢାଉ କରି ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତମାନେ ହେଲେ ପଞ୍ଚାନନ ବଡ଼ଜେନା ଓରଫ କାଳିଆ ଏବଂ ରଞ୍ଜିତ ରଣା। ଏହି ୨ ଅଭିଯୁକ୍ତଙ୍କୁ ମିଶାଇ ଗିରଫ ସଂଖ୍ୟା ୧୫କୁ ବୃଦ୍ଧି ହୋଇଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ସୋମବାର କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା ପ୍ରକାଶ କରିଥିଲେ।
ଏପରିକି ସୌମ୍ୟଙ୍କ ପରିବାରକୁ ନ୍ୟାୟ ମିଳିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri