Posted inଖେଳ

ସୌରଭଙ୍କୁ ଭେଟିଲେ ପଙ୍କଜ, ସଞ୍ଜୟ

କଟକ ଅଫିସ,୨୪ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ନୂଆ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପଙ୍କଜଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ବୁଧବାର ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି। ସୌରଭଙ୍କୁ ଶୁଭେଚ୍ଛା ଜଣାଇବା ସହ ଦୁହେଁ ଏହି ଅବସରରେ ଓସିଏର ବିଭିନ୍ନ ସମସ୍ୟା ସମ୍ପର୍କରେ ସମ୍ୟକ ଆଲୋଚନା କରିଥିବା ଜଣାଯାଇଛି । ନଭେମ୍ବରରେ ହେବାକୁ ଥିବା ବିସିସିଆଇର ପରବର୍ତ୍ତୀ ସାଧାରଣ ପରିଷଦ ବୈଠକରେ ଏ ଦିଗରେ ବିଶେଷ ଭାବେ ଆଲୋଚନା କରାଯିବ ବୋଲି କୁହାଯାଇଛି । ଓସିଏ କାର୍ଯ୍ୟକାରୀ କମିଟିର ପୂର୍ବତନ ଅଧ୍ୟକ୍ଷ ଧୀରେନ ପଲାଇଙ୍କ ସମେତ ଅନ୍ୟ ପଦାଧିକାରୀ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri