ସ୍କର୍ପିଓରେ ଦେଶୀ ମଦ ଚାଲାଣ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକ ରବିବାର ରାତି ୧୦ଟାରେ ସଦର ଥାନା ତାମୁଳିଆ ଓଭରବ୍ରିଜ୍‌ ନିକଟରେ ଚଢ଼ାଉ କରିଥିଲେ। ଏକ ସ୍କର୍ପିଓ ୧ହଜାର ଲିଟର ମଦ ନେଇଯାଉଥିବା ବେଳେ ତାହାକୁ ଜବତ କରାଯାଇଛି। ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଏନେଇ ଭ୍ରାମ୍ୟମାଣ ଥାନାରେ ମାମଲା (ନଂ. ୯/୨୦୨୦-୨୧) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଏସ୍‌ଆଇ ଚନ୍ଦ୍ରମୋହନ ସେଠୀ, କନଷ୍ଟେବଳ ଏସ୍‌କେ କଲିମ, ପ୍ରହଲ୍ଲାଦ ବିଶ୍ୱାଳ, ଅଞ୍ଜନ କୁମାର ଜେନା, ତାପସ ମଳିକ, ବିଦ୍ୟାଧର ବିନ୍ଧାଣୀ, ବାପି ରାଉତ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri