ସ୍କିନ୍‌ କ୍ୟାନ୍‌ସର ଚିକିତ୍ସାର ସହଜ ଉପାୟ

ସ୍କିନ୍‌(ଚର୍ମ) କ୍ୟାନସର ଦ୍ୱାରା ଆକ୍ରାନ୍ତ ରୋଗୀଙ୍କ ପାଇଁ ଖୁସି ଖବର। ଏଥିରୁ ଉପଶମ ପାଇବାର ଏକ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ୟେଲେ ୟୁନିଭର୍ସିଟି ଅଫ୍‌ ସାଇନ୍ସର କ୍ୟାନସର ବିଶେଷଜ୍ଞମାନେ। ସାଧାରଣତଃ ସୂର୍ଯ୍ୟଙ୍କଠାରୁ ନିର୍ଗତ ହେଉଥିବା ଅଲଟ୍ରା ଭାୟୋଲେଟ ରଶ୍ମୀ ସଂସ୍ପର୍ଶରେ ଚର୍ମ ଅଧିକାଂଶ ସମୟ ଆସିଲେ ସ୍କିନ କ୍ୟାନସର ହେବାର ଆଶଙ୍କା ଅଧିକ ଥାଏ। ଆମେରିକାର ସେଣ୍ଟର ଫର୍‌ ଡିଜିଜ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେଣ୍ଟେସନ (ସିଡିସି)ର ବିଶେଷଜ୍ଞମାନେ ଏ ନେଇ ଗବେଷଣା କରିଥିଲେ। ଏହି ସମୟରେ ସେମାନେ ଚର୍ମରେ ଥିବା ‘ହାଇପେରୋଟସ୍ପଟସ’କୁ ସ୍କିନିଂ କରିଥିଲେ। ଏହାଦ୍ୱାରା ସ୍କିନ୍‌ କ୍ୟାନସର ଲକ୍ଷଣ ସମ୍ପର୍କରେ ଜାଣିବା ପରେ ତାହାର ଚିକିତ୍ସା ଆରମ୍ଭ କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ଏଥିରୁ ସଫଳତା ମିଳିଥିଲା ବୋଲି ସେମାନେ ଗବେଷଣା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କିତ ବିଷୟରେ ଅଧିକ ଜାଣିବା ପାଇଁ ସେମାନେ ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri