ସ୍କିନ୍‌ କ୍ୟାନ୍‌ସର ଚିକିତ୍ସାର ସହଜ ଉପାୟ

ସ୍କିନ୍‌(ଚର୍ମ) କ୍ୟାନସର ଦ୍ୱାରା ଆକ୍ରାନ୍ତ ରୋଗୀଙ୍କ ପାଇଁ ଖୁସି ଖବର। ଏଥିରୁ ଉପଶମ ପାଇବାର ଏକ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ୟେଲେ ୟୁନିଭର୍ସିଟି ଅଫ୍‌ ସାଇନ୍ସର କ୍ୟାନସର ବିଶେଷଜ୍ଞମାନେ। ସାଧାରଣତଃ ସୂର୍ଯ୍ୟଙ୍କଠାରୁ ନିର୍ଗତ ହେଉଥିବା ଅଲଟ୍ରା ଭାୟୋଲେଟ ରଶ୍ମୀ ସଂସ୍ପର୍ଶରେ ଚର୍ମ ଅଧିକାଂଶ ସମୟ ଆସିଲେ ସ୍କିନ କ୍ୟାନସର ହେବାର ଆଶଙ୍କା ଅଧିକ ଥାଏ। ଆମେରିକାର ସେଣ୍ଟର ଫର୍‌ ଡିଜିଜ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେଣ୍ଟେସନ (ସିଡିସି)ର ବିଶେଷଜ୍ଞମାନେ ଏ ନେଇ ଗବେଷଣା କରିଥିଲେ। ଏହି ସମୟରେ ସେମାନେ ଚର୍ମରେ ଥିବା ‘ହାଇପେରୋଟସ୍ପଟସ’କୁ ସ୍କିନିଂ କରିଥିଲେ। ଏହାଦ୍ୱାରା ସ୍କିନ୍‌ କ୍ୟାନସର ଲକ୍ଷଣ ସମ୍ପର୍କରେ ଜାଣିବା ପରେ ତାହାର ଚିକିତ୍ସା ଆରମ୍ଭ କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ଏଥିରୁ ସଫଳତା ମିଳିଥିଲା ବୋଲି ସେମାନେ ଗବେଷଣା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କିତ ବିଷୟରେ ଅଧିକ ଜାଣିବା ପାଇଁ ସେମାନେ ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri