ସ୍କୁଟରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ, ପ୍ରତିବାଦରେ ତାଳଚେର- ବଅଁରପାଳ ରାସ୍ତାରୋକୋ

ତାଳଚେର,୨।୮(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ଚାଇଁପାଳ ଓଭରବ୍ରିଜ ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ସ୍କୁଟରକୁ ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ତୃପ୍ତିମୟୀ ଭୂତିଆ (୩୦)। ତେବେ ଆହତ ଦ୍ୱୟଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ସ୍ଥାନୀୟ ଲୋକେ ୧୪୯ ନଂ. ରାଜ୍ୟ ରାଜପଥ ତାଳଚେର- ବଅଁରପାଳ ରାସ୍ତାରୋକୋ କରିବାରୁ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି।
ସୂଚନାଯୋଗ୍ୟ, ସକାଳୁ ତୃପ୍ତି ମଉସା ପୁଅଙ୍କ ସହ ଏକ ଛୋଟପିଲାକୁ ଧରି ଷ୍ଟେଶନ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri