ସ୍କୁଟି ଡିକିରୁ ଲୁଟିନେଲେ ୪୦ହଜାର

ବଡ଼ସାହି,୧୯ା୯(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ବଜାରରେ ଥିବା ବ୍ୟାଙ୍କ ସମ୍ମୁଖ ଏକ ସ୍କୁଟି ଡିକିରୁ ବୁଧବାର ଦୁବୃର୍ତ୍ତମାନେ ୪୦ହଜାର ଟଙ୍କା ଲୁଟି ନେଇଛନ୍ତି । ଏ ସମ୍ପର୍କରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି । ପୋଲିସ ସୂଚନା ଅନୁଯାୟୀ, ମାନଗୋବିନ୍ଦପୁର ପଞ୍ଚାୟତ ଭୁରୁଡିଆ ଗ୍ରାମର ଭବେନ୍ଦ୍ର ବେହେରା(୬୫) ନିଜ ଜମାଖାତାରୁ ୪୦ହଜାର ଟଙ୍କା ଉଠାଇ ସ୍କୁଟି ଡିକିରେ ରଖି ପରିଶ୍ରା କରିବାକୁ ଯାଇଥିଲେ । ଏହାର ସୁଯୋଗ ନେଇ ଦୁବୃତ୍ତର୍ର୍ମାନେ ଡିକି ଭାଙ୍ଗି ନଗଦ ଟଙ୍କା, ଜମାଖାତା ସମେତ ସ୍କୁଟିର କାଗଜପତ୍ର ମଧ୍ୟ ନେଇଯାଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପାଇଁ ସେ ଉକ୍ତ ଟଙ୍କା ବ୍ୟାଙ୍କରୁ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri