ସ୍କୁଲକୁ ସିଗାରେଟ୍‌, ପାନ ନେଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୯ା୭(ଡି.ଏନ.ଏ.)-କୌଣସି ସରକାରୀ କିମ୍ବା ସେସରକାରୀ ସ୍କଲ ପରିସରକୁ ଶିକ୍ଷକ ଓ ଛାତ୍ରୀଛାତ୍ର ସିଗାରେଟ୍‌, ଗୁଟଖା ଆଦି ନେବା ଉପରେ ନିଷେଧ କରାଯାଇଛି ା ଏଥିପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଥିବା ଟବାକୋ ମୁକ୍ତ ଶିକ୍ଷାନୁଷ୍ଠାନ ଗାଇଡ୍‌ଲାଇନ୍‌କୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜୁନ୍‌ ୨୯ ତାରିଖରେ ଜିଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀମାନଙ୍କ ନିକଟକୁ ଚିଠି (ନଂ-୧୩୪୦୯) ଆସିଥିଲା। ଏହିପରିପ୍ରେକ୍ଷୀରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀଙ୍କ ପକ୍ଷରୁ ଉକ୍ତ ଗାଇଡଲାଇନ୍‌କୁ ପଠାଇବା ସହ ଏହାର ପାଳନ କରିବା ପାଇଁ ୫ ତାରିଖରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡିକର ପ୍ରଧାନ ଶିକ୍ଷକ ମାନଙ୍କୁ ଚିଠି (ନଂ-୧୧୩୧) ଦ୍ୱାରା ନିର୍ଦ୍ଦେଶ ଦେଇଛନ୍ତି ା ଏଥିରୁ ମିଳିଥିବା ସୂଚନା ଅନୁସାରେ, ସ୍କୁଲକୁ କୌଣସି ଶିକ୍ଷକ କିମ୍ବା ଛାତ୍ରୀଛାତ୍ର ସିଗାରେଟ୍‌, ପାନ ଓ ଗୁଟ୍‌ଖା ନେଇ ପାରିବେ ନାହିଁ। ଏଥିସହ ସ୍କୁଲର ୧୦୦ ମିଟର ମଧ୍ୟରେ ସିଗାରେଟ୍‌ ଓ ଗୁଟ୍‌ଖା ବ୍ରିକି ସମ୍ପୂର୍ଣ୍ଣ ନିଷେଧ ରହିଛି ା ଯଦି କୌଣସି କର୍ମଚାରୀ ଓ ଶିକ୍ଷକ ସରକାରଙ୍କ ନିର୍ଦ୍ଦେଶକୁ ଖିଲାପ କଲେ ସେମାନଙ୍କ ବିରୋଧରେ ଓସିଏସ୍‌ (ସିସିଏ ରୁଲ୍ସ) ୧୯୬୨ ର ଧାରା ୧୬ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉକ୍ତ ଚିଠିରେ ବ୍ଲକ ଶିକ୍ଷା ଅଧିକାରୀ ସତର୍କ କରାଇ ଦେଇଛନ୍ତିି ା ସ୍କୁଲ କାନ୍ଥରେ ତମାଖୁ ମୁକ୍ତ ଅଞ୍ଚଳ ବୋଲି ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri