ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫିରିଙ୍ଗିଆ, ୧୯ା୯-ଫିରିଙ୍ଗିିଆ ବ୍ଲକର ଦୁର୍ଗମ ଅଞ୍ଚଳ ପାଙ୍ଗା ଉପରସାହି ଏବଂ ସାଡିଙ୍ଗିଆ ପଞ୍ଚାୟତକୁ କନ୍ଧମାଳ ଜିଲାପାଳ ଡା.ବୃନ୍ଦା ଡି. ପରିଦର୍ଶନରେ ଯାଇ ସେଠାର ବିଭିନ୍ନ ସମସ୍ୟା ଉପରେ ଅବଗତ ହୋଇଛନ୍ତି। ସେଠାରେ ଥିବା ଉପ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ବେଳେ କେହି ଡାକ୍ତର ନ ଥିବା ଜିଲାପାଳ ଦେଖିବାକୁ ପାଇଥିଲେ । ପରେ ବିଭିନ୍ନ ଗ୍ରାମ ବୁଲି ଲୋକଙ୍କୁ ସେମାନଙ୍କ ସମସ୍ୟା ପଚାରି ବୁଝିଥିଲେ । ପରେ ସ୍କୁଲ ଯାଇ ପିଲାମାନେ କିପରି ପଢ଼ୁଛନ୍ତି, ଶିକ୍ଷକ ଆସୁଛନ୍ତି କି ନାହିଁ ତଦାରଖ କରିଥିଲେ। ଏହି ଅବସରରେ ପାଙ୍ଗା ଉପରସାହି ବିଦ୍ୟାଳୟରେ ଜିଲାପାଳ ପିଲାଙ୍କୁ ପଢ଼ାଇଥିଲେ । ଜିଲାପାଳଙ୍କ ଗସ୍ତ ବେଳେ ବିଡିଓ ପ୍ରବୀଣ କୁମାର ବାଣୁଆ, ପାଙ୍ଗା ଉପରସାହି ସରପଞ୍ଚ ବିଷ୍ଣୁ ଚରଣ କହଁର ପ୍ରମୁଖ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri