ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ ପଞ୍ଚାୟତ ଦୁଡୁକି ଓ କଟ୍ରିଙ୍ଗିଆ ଗସ୍ତକରି ବିଜୁ କନ୍ଧମାଳ ଯୋଜନାରେ ନିର୍ମାଣାଧୀନ କଲଭର୍ଟ, ଏମ୍‌ଜିଏନ୍‌ଆରଇଜିଏସ୍‌ରେ ରାସ୍ତା କାମ ତଦାରଖ କରିବା ସହ ହିତାଧିକାରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ଅବସରରେ ଜିଲାପାଳ ଉଖୁସୁଗାଣ୍ଡା ଅଙ୍ଗନୱାଡି କେନ୍ଦ୍ର ଓ ପିପାଲି ପ୍ରାଥମିକ ବିଦ୍ୟାଳୟକୁ ଯାଇ ମଧ୍ୟାହ୍ନ ଭୋଜନ ଯାଞ୍ଚ କରିଥିଲେ। ପରେ ସେଠାରେ ପିଲାମାନଙ୍କୁ ପଢ଼ାଇଥିଲେ। ବିଦ୍ୟାଳୟରେ ଥିବା ଶୌଚାଳୟକୁ ପରିସ୍କାର ରଖିବା ପାଇଁ ପ୍ରଧାନଶିକ୍ଷକ ଭିକାରୀ ଚରଣ ପ୍ରଧାନଙ୍କୁ ତାଗିଦ୍‌ କରିଥିଲେ। ଏହାପରେ ଅରାପାଜୁ ଗ୍ରାମର ପାନୀୟ ଜଳ ପ୍ରକଳ୍ପ, ଉର୍ମାଗଡ ଜଳପ୍ରପାତରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିଥିଲେ। ଆଗାମୀ ଦିନରେ ଏମ୍‌ଜିଏନ୍‌ଆରଇଜିଏସ୍‌ରୁ ଅଧିକ ଜଳ ସଂରକ୍ଷଣ ପ୍ରକଳ୍ପ ନେବା ପାଇଁ ବିଡିଓ ସୁବ୍ରତ କୁମାର ଜେନା ଏବଂ କନିଷ୍ଠ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?