ସ୍କୁଲରେ ପଢ଼ୁଥିବା ବେଳେ ଶିକ୍ଷକଙ୍କ କଥା ଶୁଣୁ ନ ଥିଲେ ଦୀପିକା, ଭାଇରାଲ ହେଉଛି ରିପୋର୍ଟ କାର୍ଡ

ମୁମ୍ବାଇ: ଅଭିନେତ୍ରୀ ଦୀପିକା ପାଦୁକୋନ ବଲିଉଡ୍‌ ସିନେମା ଜଗତର ଜଣେ ଆଗଧାଡ଼ିର ଅଭିନେତ୍ରୀ ତାହା ସମସ୍ତେ ଜାଣନ୍ତି। ହେଲେ ସେ ସ୍କୁଲ ସମୟରେ ବଡ଼ ଦୁଷ୍ଟ ଥିଲେ। ସେ କ୍ଲାସ ଚାଲିଥିବା ବେଳେ ସାଙ୍ଗମାନଙ୍କ ସହ କଥା ହୋଇ ସମୟ ନଷ୍ଟ କରୁଥିଲେ। ଶିକ୍ଷକମାନଙ୍କ କଥା ଶୁଣୁ ନ ଥିଲେ। ଏପରିକି ଦିନରେ ସ୍ବପ୍ନ ଦେଖୁଥିଲେ। କଥାଟି ମନଗଢ଼ା ନୁହେଁ ବରଂ ନିଜେ ଦୀପିକା ନିକଟରେ ଏହାର ଖୁଲାସା କରିଛନ୍ତି। ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ନିଜ ଛାତ୍ରୀ ସମୟର ରିପୋର୍ଟ କାର୍ଡ ଶେୟାର କରିଛନ୍ତି। ତିନିଟି ରିପୋର୍ଟ କାର୍ଡରେ ଏଭଳି କିଛି ଲେଖାଯାଇଛି। ତେବେ ଏହାକୁ ଦୀପିକା ଶେୟାର କରିବା ପରେ ସ୍ବାମୀ ରଣବୀର ଏହାର ମଜା ଉଡାଇଛନ୍ତି। ଏକ ପୋଷ୍ଟରେ ସେ ଶିକ୍ଷକମାନଙ୍କ ସହ ସହମତ ବୋଲି କହିଛନ୍ତି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri