Odisha Elections 2024
Posted inଜାତୀୟ

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (ଡିପିଏସ) କୁ ବୋମା ଧମକ ଦିଆଯାଇଛି। ପୂର୍ବ ଦିଲ୍ଲୀର ମୟୂର ବିହାରର ମଦର ମେରି ସ୍କୁଲରେ ମଧ୍ୟ ବୋମା ଧମକ ଆସିଛି। ଏଥିସହିତ ପୁଷ୍ପ ବିହାରରେ ଅବସ୍ଥିତ ସଂସ୍କୃତ ବିଦ୍ୟାଳୟ ଏବଂ ଆମିଟି ସ୍କୁଲକୁ ମଧ୍ୟ ଇମେଲ ମାଧ୍ୟମରେ ଧମକ ଦିଆଯାଇଛି।
ଦିଲ୍ଲୀ ବ୍ୟତୀତ ଦିଲ୍ଲୀର ପବ୍ଲିକ ସ୍କୁଲ ଅଫ ନୋଏଡା ମଧ୍ୟ ଏକ ଧମକପୂର୍ଣ୍ଣ ଇମେଲ ପାଇଛି। ଏହା ପରେ ପୋଲିସ ଏବଂ ସ୍କୁଲ ପ୍ରଶାସନ ସତର୍କ ହୋଇଯାଇଥିଲା। ପିଲାମାନଙ୍କୁ ସତର୍କତା ଅବଲମ୍ବନ କରାଯାଇଥିଲା। ଯେଉଁ ସ୍କୁଲ ରେ ଧମକ ଆସିଛି ସେଠାରେ ସ୍କୁଲ ଛୁଟି କରାଯାଇଛି। ପୋଲିସ, ବୋମା ସ୍କ୍ବାଡ, ଡଗ୍‌ ସ୍କ୍ବାଡଡ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri