ସ୍କୁଲ ଗାଡି ବ୍ୟାଟେରି ଫାଟି ଛାତ୍ରୀ ଗୁରୁତର

ହାଟଡିହୀ, ୧୬ା ୭ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ କାନପୁର ସରସ୍ବତୀ ଶିଶୁ ମନ୍ଦିରର ଜଣେ ଛାତ୍ରୀ ସ୍କୁଲ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟି ଯିବାରୁ ଛାତ୍ରୀ ଜଣକ ଆହତ ହୋଇଛନ୍ତି । ଶିଶୁ ମନ୍ଦିର ପକ୍ଷରୁ ଛାତ୍ରୀଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛିା ଛାତ୍ରୀ ଜଣକ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟିଯାଇଥିଲା । ବ୍ୟାଟେରିରେ ଥିବା ଗରମ ଏସିଡ ପାଣି ଛାତ୍ରୀଙ୍କ ଉପରେ ଛିଟିକି ପଡ଼ିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri