ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ କାନପୁର ସରସ୍ବତୀ ଶିଶୁ ମନ୍ଦିରର ଜଣେ ଛାତ୍ରୀ ସ୍କୁଲ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟି ଯିବାରୁ ଛାତ୍ରୀ ଜଣକ ଆହତ ହୋଇଛନ୍ତି । ଶିଶୁ ମନ୍ଦିର ପକ୍ଷରୁ ଛାତ୍ରୀଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛିା ଛାତ୍ରୀ ଜଣକ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟିଯାଇଥିଲା । ବ୍ୟାଟେରିରେ ଥିବା ଗରମ ଏସିଡ ପାଣି ଛାତ୍ରୀଙ୍କ ଉପରେ ଛିଟିକି ପଡ଼ିଥିଲା ।
ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ
ଓ୍ବାଶିଂଟନ,୫ା୯: ଇରାନର ଇସ୍ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍ (ଆଇଆର୍ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…
ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା
ଡେରାଡୁନ୍,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…
ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…
ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା
ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡ଼ିଂ ଲାଇଭହୁଡସ୍…
ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି
ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…
ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…
ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…
ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା
ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…
Archives

