Posted inଖେଳ

ସ୍କୁଲ ଚେସ: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧।୭(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ ଆସୋସିଏଶନ(ଓଏସସିଏ) ଓ ଟିଏଏସ ଇନ୍ସପିରେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ସ୍କୁଲ ଓପନ ଚେସ ଚାମ୍ପିୟନଶିପରେ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ମ୍ୟାଚରେ ହର୍ଷିତ ପୁରା ୭ ପଏଣ୍ଟ ହାସଲ କରିତ ଏହି ସଫଳତା ପାଇଛନ୍ତି। କିର୍ତ୍ତୀ ଅନୁରାଗ ପ୍ରତିହାରୀ ଓ ଦୀପ୍ତିମୟୀ ସାହୁ ୬ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସିଦ୍ଧାର୍ଥ ଭୂୟାଁ ୫.୫ ଏବଂ ଅଞ୍ଜଳି ମିଶ୍ର, ଅଭିଜ୍ଞାନ ମହାନ୍ତି, ସେକ୍‌ ଇଜାଜ୍‌ ଅହମଦ, ନିଖିଲ ସାହୁ, ଆୟୁଷ ଆର୍ଯ୍ୟନ ମହାପାତ୍ର ଏବଂ ଓମ୍‌ ପ୍ରକାଶ ଗଡ଼ନାୟକ ୫ ପଏଣ୍ଟ ଲେଖାଏ ହାସଲ କରି ଟପ୍‌-୧୦ ଫିନିଶ୍‌ କରିଛନ୍ତି। ବିଏମ୍‌ସି ଡେପୁଟି ମେୟର କେ. ଶାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଟିଏଏସ ଇନ୍ସପିରେଶନର ପରିଚାଳନା ନିର୍ଦ୍ଦେଶକ ତରଙ୍ଗ କୁମାର ମହାନ୍ତି, ଗେମ୍ସ ଡାଇକ୍ଟେର ଦେବାଶିଷ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri