ସ୍କୁଲ ବସ୍‌ ପଛକୁ ଧକ୍କା ଦେଲା ଆଇରନ୍‌ ବୋଝେଇ ଟ୍ରକ : ଅଳ୍ପକେ ବର୍ତ୍ତିଲେ ୧୮ ଛାତ୍ରୀଛାତ୍ର

ଆନନ୍ଦପୁର,୭।୭(ସ୍ବ.ପ୍ର.)-ଶନିବାର ଏକ ବଡ଼ ଦୁର୍ଘଟଣାରୁ ୧୮ ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଗୋହିରାଠାରେ ଥିବା ଏକ ଘରୋଇ ଇଂଲିଶ ମାଧ୍ୟମିକ ବିଦ୍ୟାଳୟର ସ୍କୁଲ ବସ୍‌ ପଛକୁ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ବସ୍‌ର ପଛପାଖ ଡୋର୍‌ କାଚ ଭାଙ୍ଗି ଯାଇଛି । ତେବେ ବସ୍‌ରେ ଥିବା ୧୮ ଛାତ୍ରୀଛାତ୍ର ଏହି ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । ସ୍କୁଲ୍‌ ଛୁଟି ପରେ ଛାତ୍ରୀଛାତ୍ରଙ୍କୁ ଧରି ଉକ୍ତ ବସ୍‌ ଗୋହିରାଠାରୁ ବାହାରି ୨ କି.ମି. ଦୂର ତାଳଗାଁ ଛକରେ ଥିବା ରୋଡ କଟ୍‌ରେ ୟୁଟର୍ଣ୍ଣ କରି ବାମପାର୍ଶ୍ୱକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଘସିପୁରା ପୋଲିସ ଆଇରନ ବୋଝେଇ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri