କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ଛୋଟ ପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ ହାଇକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡାକଡି ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ସରକାରୀ ଏବଂ ବେସରକାରୀ ସ୍କୁଲରେ ପିଲାମାନଙ୍କ ବ୍ୟାଗ ଓଜନ ପରଖିବାକୁ କେନ୍ଦୁଝର ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ୨ଟି ସ୍କାଡ ଗଠନ କରାଯାଇଛି। ଗୋଟିଏ ସ୍କାଡରେ ଜିଲ୍ଲା ଶିକ୍ଷା ଅଧିକାରୀ, ଡିସିପି ଓ ବିଇଓ ରହିଥିବାବେଳେ ଅନ୍ୟ ଏକ ସ୍କ୍ବାଡରେ ଡିପିସି, ଜିଲା ମଙ୍ଗଳ ଅଧିକାରୀ, ଘଟଗାଁ ବିଇଓ ଏବଂ ହରିଚନ୍ଦନପୁର ରହିଛନ୍ତି। ଏହି ସ୍କାଡ ଘରୋଇ ସ୍କୁଲ ସମେତ ସରକାରୀ ସ୍କୁଲରେ ବ୍ୟାଗ ଯାଞ୍ଚ କରିବେ। ଯାଞ୍ଚ ସମୟରେ ଯଦି କୌଣସି ଛାତ୍ରୀଛାତ୍ରଙ୍କ ବ୍ୟାଗ ନିର୍ଦ୍ଧାରିତ ଓଜନଠାରୁ ଅଧିକ ଥାଏ ତେବେ ବିଦ୍ୟାଳୟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଇଓ କପିଳେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।
Posted inHome, ଆମ ଜିଲା ଖବର, କେନ୍ଦୁଝର View All
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…
ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…
ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?
ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍କା
ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
Archives

