ସ୍କୁଲ ଯିବାକୁ ଛାତ୍ରୀଛାତ୍ରଙ୍କୁ ମିଳିବ ଯାତାୟାତ ଖର୍ଚ୍ଚ: ୭୫% ଉପସ୍ଥାନ ଥିଲେ ବର୍ଷକୁ ମିଳିବ ୬ ହଜାର

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲକୁ ବନ୍ଦ କରାଯିବ। ରାଜ୍ୟରେ ଏଭଳି ୯୬୬ଟି ସ୍କୁଲ ଚିହ୍ନଟ କରାଯାଇଛି। ତେବେ ବନ୍ଦ ହୋଇଥିବା ସ୍କୁଲର ପିଲା ନିକଟ ସ୍କୁଲରେ ପାଠ ପଢ଼ିବେ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
ସ୍କୁଲ ୧ କିମିରୁ ଅଧିକ ଦୂର ହେଲେ ଯାତାୟାତ ଖର୍ଚ୍ଚ ସରକାର ଦେବେ। ୭୫ ପ୍ରତିଶତରୁ ଅଧିକ ଉପସ୍ଥାନ ଥିଲେ ମାସକୁ ୬ଶହ, ବାର୍ଷିକ ୬ ହଜାର ଟଙ୍କା ମିଳିବ। ସେହିପରି ୫୦ରୁ ୭୫ ପ୍ରତିଶତ ଉପସ୍ଥାନ ପାଇଁ ମାସକୁ ୪ ଶହ, ବାର୍ଷିକ ୪ ହଜାର ଟଙ୍କା ମିଳିବ। ୩୦ରୁ ୫୦ ପ୍ରତିଶତ ଉପସ୍ଥାନ ପାଇଁ ମାସିକ ୩ଶହ, ବାର୍ଷିକ ୩ ହଜାର ଟଙ୍କା ମିଳିବ। ୩୦ ପ୍ରତିଶତରୁ କମ୍‌ ଉପସ୍ଥାନ ଥିଲେ ଯାତାୟାତ ଖର୍ଚ୍ଚ ମିଳିବ ନାହିଁ। ଏହି ଯାତାୟାତ ଖର୍ଚ୍ଚ ଅଭିଭାବକଙ୍କ ଆକାଉଣ୍ଟକୁ ଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଶନିବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri