ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ମରଣାନ୍ତକ ଆକ୍ରମଣ କରିଛି। ଘଟଣା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ପରେ ପୋଲିସ ପହଞ୍ଚି ଆହତ ସ୍ତ୍ରୀଙ୍କୁ ନେଇ ବିଜୁ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରିଛି। ଘଟଣା ସମ୍ପର୍କରେ ସ୍ତ୍ରୀ ନଳିନୀ ମଲ୍ଲିକ କୁହନ୍ତି, ମୋ ସ୍ବାମୀ ଟୁକୁନା ମଲ୍ଲିକ ଜଣେ ରାଜମିସ୍ତ୍ରୀ ଭାବେ କାମ କରନ୍ତି। ସବୁବେଳେ ନିଶାଶକ୍ତ ଅବସ୍ଥାରେ ମୋତେ ମାରଧର କରନ୍ତି। ଶନିବାର ସକାଳୁ ନିଶା ଖାଇ ଗାଳି କରିବାରୁ ମୁଁ ପାଟି କରି ୪ ପିଲାଙ୍କୁ ନେଇ ବାପଘରକୁ ଯିବି ବୋଲି କହିଥିଲି। ଏଥିରେ ସେ ଉତକ୍ଷିପ୍ତ ହୋଇ ମୋର ଚରିତ୍ର ଖରାପ କହି ଗାଳି କରିବା ସହ କରଣୀରେ ଆକ୍ରମଣ କରିଥିଲେ। ଏଥିରେ ମୋ ମୁଣ୍ଡ, ଛାତି, ପେଟ କହୁଣିରେ ଆଘାତ ଲାଗିଛି। ଘଟଣା ସମୟରେ ପଡୋଶୀ ଲୋକ ଆସିବାରୁ ସେ ଘରୁ ଦୌଡ଼ି ପଳାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri