ଉଦଳା,୧୫ା୨(ଡ଼ି.ଏନ୍.ଏ.)- ତରକାରୀ ଦେବାରେ ବିଳମ୍ବ ହେବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଖଡିକାଶୁଳ ଗ୍ରାମର ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାମୀ ଗଦାଧର ଭକ୍ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ଗଦାଧର ରାତିରେ ହାଟରୁ ଫେରି ସ୍ତ୍ରୀ ଦୁଃଖୀ ଭକ୍ତାଙ୍କୁ ଖାଇବାକୁ ମାଗିଥିଲେ। ତେବେ ତରକାରୀ ଦେବାରେ ବିଳମ୍ବ ହେବାରୁ ଉତ୍କ୍ଷିପ୍ତ ହୋଇ ଗଦାଧର ଏକ କାଠ ଫାଳିଆରେ ଆକ୍ରମଣ କରିବାରୁ ଦୁଃଖୀ ଗୁରୁତର ହୋଇ ପଡ଼ିଥିଲେ। ପରେ ଗଦାଧର ତାଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଉଦଳା ପୋଲିସ୍ ପହଞ୍ଚି ମୃତଦେହ ଜବତ କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,
ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…
ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ
ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…
Archives

